Latest Odisha News

BREAKING NEWS

ରାଜନୀତିରୁ ଭଗବାନଙ୍କୁ ଦୂରେଇ ରଖିବା ଉଚିତ୍: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ତିରୁପତି ଲଡୁ ବିବାଦ ସହ ଜଡିତ ଆବେଦନ ଉପରେ ସୋମବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଭଗବାନଙ୍କୁ ରାଜନୀତିରୁ ଦୂରେଇ ରଖିବା ଉଚିତ ବୋଲି ଶୁଣାଣି ବେଳେ କୋର୍ଟ କହିଛନ୍ତି। ଲ୍ୟାବ ରିପୋର୍ଟରେ ଦର୍ଶାଯାଇଛି ଯେ ରିଜେକ୍ଟ ହୋଇଥିବା ଘିକୁ ନେଇ ଯାଞ୍ଚ କରାଯାଇଥିଲା। ଏହା…

ଫିଲ୍ମ ‘ଏମରଜେନ୍ସି’କୁ ନେଇ ଶୁଣାଣି କଲେ ବମ୍ବେ ହାଇକୋର୍ଟ

ମୁମ୍ବାଇ: ବିବାଦ ଘେରରେ ରହିଥିବା କଙ୍ଗନା ରାଣାୱତଙ୍କ ‘ଏମରଜେନ୍ସି’ କୁ ନେଇ ବଡ ଖବର ସାମ୍ନାକୁ ଆସିଛି । ଫିଲ୍ମ ରିଲିଜ ଉପରେ ଆଜି ମୁମ୍ବାଇ ହାଇକୋର୍ଟରେ ଶୁଣାଣି ହୋଇଛି । ଶୁଣାଣି ସମୟରେ ସିବିଏଫସି କୋର୍ଟଙ୍କୁ କହିଛନ୍ତି ସେନ୍ସର ବୋର୍ଡର ସଂଶୋଧନ କମିଟି ଦ୍ୱାରା ଫିଲ୍ମର କିଛି ଦୃଶ୍ୟ…

ଟିକେଟ୍ ବ୍ଲାକମାର୍କେଟିଂ; ସମନକୁ ଏଡାଇଲେ ବୁକ୍ ମାଇ ଶୋ’ର ସିଇଓ

ମୁମ୍ବାଇ: ବୁକ୍ ମାଇ ଶୋ’ର ସିଇଓ ଆଶିଷ ହେମରାଜାନୀ ଇଓଡବ୍ଲ୍ୟୁର ୨ୟ ସମନକୁ ଏଡାଇ ଦେଇଛନ୍ତି। କୋଲ୍ଡପ୍ଲେ କନ୍ସର୍ଟ ଟିକେଟ୍ ବ୍ଲାକମାର୍କେଟିଂ ମାମଲାରେ ମୁମ୍ବାଇ ପୋଲିସର ଇକୋନୋମିକ୍ ଅଫେନ୍ସ ୱିଙ୍ଗ ତାଙ୍କୁ ସମନ କରିଥିଲେ ମଧ୍ଯ ଅଧିକାରୀଙ୍କ ନିକଟରେ ହାଜର ହୋଇନାହାନ୍ତି। ବୁକ୍ ମାଇ ଶୋ’ର…

ବିଜେଡି କଳି…କାହିଁକି ଆକ୍ସନ୍ ହେବନି କୁହ?

ଭୁବନେଶ୍ବର: ଉଠୁଛି ପଡୁଛି ରାଜଧାନୀ ରାଜନୀତି । ଭୁବନେଶ୍ବର ବିଜେଡିରେ କିଏ କରୁଛି ବିଶୃଙ୍ଖଳା? ନିର୍ବାଚନ ପୂର୍ବରୁ ଆରମ୍ଭ ହୋଇଥିବା କଳି ତୁଟିବାର ନାଁ ନେଉନି । ପ୍ରଥମେ ଟିକେଟ୍ ଲବି ତ ପରେ କର୍ପୋରେଟର କଳିକୁ ନେଇ ବିସ୍ଫୋରକ ବୟାନ । ଭୁବନେଶ୍ବର ବିଜେଡିରେ ଅନ୍ତକନ୍ଦଳ ବିଭିନ୍ନ ସମୟରେ…

‘ମିଲ୍ ଚାହିଁଲେ ନେଇପାରିବେ ଅର୍ପଣ ଚାଉଳ’

ପୁରୀ: ପଡିରହିଛି କୁଇଣ୍ଟାଲ କୁଇଣ୍ଟାଲ ଚାଉଳ । ପରିକ୍ରମା ପ୍ରକଳ୍ପ ନାଁରେ ଜଗନ୍ନାଥଙ୍କୁ ଗାଡିରେ ଗାଁ ଗାଁ ବୁଲାଇ ଯେଉଁ ଚାଉଳ ଦାନ ଆକାରରେ ଗ୍ରହଣ କରାଯାଇଥିଲା ତାହାକୁ ନେଇ ଏବେ ଅନେକ ପ୍ରଶ୍ନ । କ’ଣ ହେବ ସେ ସବୁ ଚାଉଳ? କ’ଣ ଏମିତି ପଡି କି ଖତ ହେବ? କାରଣ ଚାଉଳ ସଂଗ୍ରହ ହେବାର ପାଖାପାଖି…

ଯାଜପୁର ରଣକ୍ଷେତ୍ର…ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟରେ କିଏ?

ଭୁବନେଶ୍ବର: ବିକାଶ ଆଳରେ ହରିଲୁଟ୍ । ପ୍ରାଚ୍ୟୁର୍ଯ୍ୟ ଭରା ଯାଜପୁରରେ ନଗଡା ଭଳି ଗାଁ। ଯାଜପୁରକୁ ଲୁଟିଛନ୍ତି ୩ପରିବାର । ବିକାଶ ନାଁରେ ଚାଲିଥିଲା ବିନାଶ । ଯାଜପୁର ଜିଲ୍ଲା ବଡ଼ଚଣାରୁ ପୂର୍ବ ବିଜେଡି ସରକାରକୁ ଗୋଟିଏ ପରେ ଗୋଟିଏ ସମାଲୋଚନାର ତୀର ମାରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।…

କୋର୍ଟ କଫି ସପ୍ ନୁହେଁ; କାହିଁକି ଏଭଳି କହିଲେ ସିଜେଆଇ ଚନ୍ଦ୍ରଚୂଡ଼

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ପ୍ରଧାନ ବିଚାରପତି ଚନ୍ଦ୍ରଚୁଡଙ୍କ ଅଧ୍ୟକ୍ଷତାରେ ବେଞ୍ଚ ସୋମବାର ଗୋଟିଏ ପରେ ଗୋଟିଏ ପିଟିସନର ଶୁଣାଣି କରିଥିଲେ। ଏହି ସମୟରେ ସେ ଆଇନଜୀବୀଙ୍କ ଏକ କଥାକୁ ନେଇ ବର୍ଷି ଥିଲେ। ଏହାକୁ ନେଇ ରାଗି ଯାଇଥିଲେ ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ଡିଓ୍ୱାଇ…

ଜାଣନ୍ତୁ ଆଇପିଏସ୍ ଦେବଦତ୍ତ ସିଂହଙ୍କ ସଫଳତାର କାହାଣୀ…

ଭୁବନେଶ୍ୱର: ଆଜିକାଲି ସୂଚନା ସଂଗ୍ରହର ଉତ୍ସ ବୃଦ୍ଧି ପାଇଛି। UPSC ପରୀକ୍ଷା ପାଇଁ ପ୍ରସ୍ତୁତ ପ୍ରାର୍ଥୀମାନେ ଇଣ୍ଟରନେଟରେ ଉପଲବ୍ଧ କୋଚିଂ ଏବଂ ସାମଗ୍ରୀକୁ ନେଇ ସିଭିଲ ସର୍ଭିସେସ୍ ପାଇଁ ଭଲ ପ୍ରସ୍ତୁତ କରିପାରିବେ। କିନ୍ତୁ ପୂର୍ବରୁ ଏପରି ସୁବିଧା ନଥିଲା। ଓଡ଼ିଶା କ୍ୟାଡରରେ ନିଯୁକ୍ତ…

ପିଲାଙ୍କୁ ଛତୁଆ ବଦଳରେ ମିଳିବ ମାଣ୍ଡିଆ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଙ୍ଗନଓ୍ବାଡିରେ ପିଲାଙ୍କୁ ଦିଆଯାଉଥିବା ଛତୁଆକୁ ନେଇ ଚିନ୍ତାରେ ଉପମୁଖ୍ୟମନ୍ତ୍ରୀ । ଖରାପ ମାନର ଛତୁଆକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଗକୁ ଅଙ୍ଗନଓ୍ବାଡି ମାନଙ୍କରେ ଛତୁଆ ବଳଦରେ ଦିଆଯାଇପାରେ ମାଣ୍ଡିଆ । ଉପମୁଖ୍ୟମନ୍ତ୍ରୀ…

ଭଦ୍ରକ ବିଜେଡିରେ ବି ଫାଟ!, ବୁଝାଇଲେ ବବି

ଭଦ୍ରକ: ତୁଟୁନି ବିଜେଡି ବିବାଦ । ନିର୍ବାଚନରେ ହାରିବା ପରେ ଯେମିତି ଦଳର ସବୁ ସଦସ୍ୟ ବେପରୁଆ ହୋଇଗଲେଣି । ଯେଉଁଠି ଦିନେ ମାଟି କାମୁଡି ପଡୁଥିଲେ । ଆଜି ଟିକିଏ କେଁ କିନା ହେଲା ବେଳକୁ ବି କନ୍ଦଳ ହେଇଯାଉଛି । ସମସ୍ତଙ୍କ ମୁହଁ ବି ଫିଟିଗଲାଣି । ଯାହାକୁ ନେଇ ଏବେ ବିଜେଡି ଭିତରେ ପରସ୍ପର…