ବଢିବ ଶୀତ, ଟ୍ବିନ୍ସିଟିରେ ସକାଳୁ ସକାଳୁ ବର୍ଷା
ଭୁବନେଶ୍ଵର: ପଶ୍ଚିମାଝଡ଼ ପ୍ରଭାବରେ ଟ୍ବିନ୍ସିଟି ସହ ବିଭିନ୍ନ ଜିଲ୍ଲାରେ କୋହଲା ପାଗ । ସକାଳୁ ସକାଳୁ ଟ୍ଵିନ ସିଟିର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା । ଆଜି ପାଇଁ ୧୧ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି ଖୋର୍ଦ୍ଧା, କଟକ,…