ଜାନୁଆରୀ ୧୩ରୁ ପ୍ରୟାଗରାଜ ମହାକୁମ୍ଭ, ମୋହନ ମାଝୀଙ୍କୁ ନିମନ୍ତ୍ରଣ କଲେ ଯୋଗୀ ଆଦିତ୍ୟ ନାଥ
ଭୁବନେଶ୍ଵର: ପ୍ରୟାଗରାଜ ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ନିମନ୍ତ୍ରଣ । ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କ ପକ୍ଷରୁ ମୋହନ ମାଝୀଙ୍କୁ ନିମନ୍ତ୍ରଣ । ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଯାଇ ନିମନ୍ତ୍ରଣ ଦେଲେ ଉତ୍ତରପ୍ରଦେଶର ୨ ମନ୍ତ୍ରୀ । ଜାନୁଆରୀ ୧୩ରୁ…