ରାଜ୍ୟସଭାରୁ ମିଳିଲା ନୋଟ୍ ବଣ୍ଡଲ, ତାହା ପୁଣି ସାଂସଦଙ୍କ ସିଟ୍ ତଳୁ
ନୂଆଦିଲ୍ଲୀ: ରାଜ୍ୟସଭାରେ ସାଂସଦଙ୍କ ସିଟ୍ ତଳୁ ମିଳିଲା ନୋଟ୍ ବଣ୍ଡଲ । ସୁରକ୍ଷା କର୍ମୀଙ୍କ ଯାଞ୍ଚ ବେଳେ ସିଟ୍ ତଳୁ ନୋଟ ବଣ୍ଡଲ ମିଳିଥିବା ନେଇ ଗୃହରେ ଅବଗତ କରାଇଲେ ରାଜ୍ୟସଭା ସଭାପତି ଜଗଦୀପ ଧନକଡ । ତେବେ ଏହି ନୋଟ୍ ବିଡାଟି କଂଗ୍ରେସ ସାଂସଦଙ୍କ ସିଟ୍ ତଳୁ ମିଳିଥିବାରୁ ଏହାକୁ ନେଇ…