ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଏସିଏଫ୍
ସମ୍ବଲପୁର: ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଏସିଏଫ୍ ରେବତୀ ରମଣ ଯୋଶୀ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏସିଏଫ୍ ଶ୍ରୀ ଯୋଶୀଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ । ଚଢ଼ାଉରେ ୩ଟି ଡିଏସପି, ୧୦ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ନିୟୋଜିତ…