Latest Odisha News

ଦକ୍ଷିଣ ଆଫ୍ରିକା ବିପକ୍ଷରେ ପନ୍ତ ହେବେ ଅଧିନାୟକ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ୱିକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଏବେ ଆଘାତ ସମସ୍ୟା ଯୋଗୁ ଅଷ୍ଟ୍ରେଲିଆ ବିପକ୍ଷ ସିରିଜରେ ଖେଳୁ ନାହାନ୍ତି । ପନ୍ତ ଏବେ ଫିଟ ହେଉଛନ୍ତି ଓ ଅଭ୍ୟାସ ମଧ୍ୟ ଆରମ୍ଭ କରିଛନ୍ତି । ରିପୋର୍ଟ ମୁତାବକ ପନ୍ତଙ୍କୁ ଆଗାମୀ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜରେ…

Japan’s New PM: ସାନାଏ ଟାକାଇଚି ହେଲେ ଜାପାନର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ;ପିଏମ୍ ମୋଦୀ ଜଣାଇଲେ ଅଭିନନ୍ଦନ

ନୂଆଦିଲ୍ଲୀ:ଜାପାନ ସଂସଦ ଏକ ଐତିହାସିକ ନିଷ୍ପତ୍ତି ନେଇଛି । ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବରେ ସାନାଏ ଟାକାଇଚିଙ୍କୁ ନିଯୁକ୍ତ କରିଛି । ମଙ୍ଗଳବାର ଦିନ ଜାପାନର ସଂସଦ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବରେ ସାନାଏ ଟାକାଇଚିଙ୍କୁ ନିର୍ବାଚିତ କରିଛନ୍ତି। 'ଲିବରାଲ…

ରାୱଲପିଣ୍ଡି ଟେଷ୍ଟ ଅବସରରେ ରିଜୱାନଙ୍କୁ ହଟେଇଲା ପିସିବି

କରାଚୀ: ମହମ୍ମଦ ରିଜୱାନଙ୍କୁ ପାକିସ୍ତାନ ଦିନିକିଆ କ୍ରିକେଟ ଟିମର ଅଧିନାୟକ ପଦରୁ ହଟେଇ ଦିଆଯାଇଛି । ତାଙ୍କ ସ୍ଥାନରେ ପେସ ବୋଲର ଶାହୀନ ଆଫ୍ରିଦୀଙ୍କୁ ଏହି ଗୁରୁ ଦାୟିତ୍ୱ ପ୍ରଦାନ କରାଯାଇଛି । ୧୦ ମାସ ତଳେ ରିଜୱାନଙ୍କୁ ଦଳର ଅଧିନାୟକ ନିଯୁକ୍ତ କରାଯାଇଥିଲା । ରାୱଲପିଣ୍ଡିରେ…

ଟ୍ବିନ୍ ସିଟିରେ ଦୀପାବଳି ବଢାଇଲା ପ୍ରଦୂଷଣ, ଅଧିକାଂଶ ସ୍ଥାନରେ ୫୦୦ ଉପରେ ଏକ୍ୟୁଆଇ

ଭୁବନେଶ୍ୱର: ଟ୍ବିନ୍ ସିଟିରେ ଦୀପାବଳି ବଢାଇଲା ପ୍ରଦୂଷଣ। ଦୀପାବଳି ପାଳନ ପରେ ଭୁବନେଶ୍ୱରରେ ପ୍ରଦୂଷଣର ମାତ୍ରା ବଢିଯାଇଛି। କାରଣ ଗତକାଲି ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସ୍ତର ବଢିଯାଇଛି। ପ୍ରବଳ ବାଣଫୁଟାଇବା ଯୋଗୁଁ ଖସିଛି ଭୁବନେଶ୍ବର-କଟକ ଏୟାର କ୍ବାଲିଟି ଇନଡେକ୍ଟ । ରାତି ୯.୩୦ ସୁଦ୍ଧା…

ଟ୍ରକ୍‌-କାର୍‌ ଧକ୍କା: BSF ଯବାନ ମୃତ, ୬ ଗୁରୁତର

ମାଲକାନଗିରି: ଆନ୍ଧ୍ର ସୀମାନ୍ତ ଚିନ୍ତୁରରେ ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ଜଣେ BSF ଯବାନ ମୃତ, ୬ ଜଣ ଗୁରୁତର। ମୃତ ଯବାନ ୧୪୨ ବାଟାଲିୟନ୍‌ର ଗୌରବ ପାଣ୍ଡେ ସୂଚନା। ଛୁଟି ସାରି ମାଲକାନଗିରି ଫେରୁଥିବା ବେଳେ ବିଳମ୍ବିତ ରାତିରେ ଟ୍ରକକୁ ପିଟିଲା ଇନୋଭା କାର। ୧୪୨…

Fire At Cashew Factory: କାଜୁ ଫ୍ୟାକ୍ଟ୍ରିରେ ବଡ଼ ଧରଣର ଅଗ୍ନିକାଣ୍ଡ

ପାରଳାଖେମୁଣ୍ଡି: କାଜୁ ଫ୍ୟାକ୍ଟ୍ରିରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଷାଣୀ ବ୍ଲକ ଲାବଣ୍ୟଗଡ଼ରେ କାଜୁ ଫ୍ୟାକ୍ଟ୍ରି ଜଳିଗଲା। ନିଆଁ ଲାଗି ସମ୍ପୂର୍ଣ୍ଣ ଫ୍ୟାକ୍ଟ୍ରି ନଷ୍ଟ ହୋଇଥିବା ସୂଚନା। ସର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ ଅନୁମାନ କରାଯାଉଛି। ନିଆଁ ଲିଭାଇବାକୁ ଉଦ୍ୟମ କରାଯାଉଛି।…

ପୀତବାସ ପଣ୍ଡା ହତ୍ୟା ମାମଲାରେ ଖୁବ୍‌ଶୀଘ୍ର ହେବ ପର୍ଦ୍ଦାଫାସ, ପୂର୍ବତନ ମେୟରଙ୍କୁ ଉଠାଇ ନେଲା ପୋଲିସ

ବ୍ରହ୍ମପୁର: ପୀତବାସ ପଣ୍ଡା ହତ୍ୟା ମାମଲାରେ ଖୁବ୍‌ଶୀଘ୍ର ହେବ ପର୍ଦ୍ଦାଫାସ। ଏନେଇ ଦକ୍ଷିଣାଞ୍ଚଳ IG ନୀତି ଶେଖରଙ୍କ ବଡ଼ ସୂଚନା। ଦକ୍ଷିଣାଞ୍ଚଳ ଆଇଜି କହିଛନ୍ତି, 'ପୋଲିସ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦିନେ କିମ୍ବା ଦୁଇ ଦିନ ଭିତରେ ସାମ୍ବାଦିକ ସମ୍ମିଳନୀ ହେବ। ବ୍ରହ୍ମପୁର ଏସ୍‌ପି…

ବାଣଫୁଟାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୫ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ସୁବର୍ଣ୍ଣପୁର: ଦୀପାବଳିରେ ଅଘଟଣ। ବାଣଫୁଟାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଗୁରୁତର । ସୁବର୍ଣ୍ଣପୁର ଜିଲ୍ଲା ବିନିକାରେ ଗୋଷ୍ଠୀ ସଂଘର୍ଷ ହୋଇଛି। ମନୋହରୀପଡା ଓ ପାତକାରୀପଡା ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଗୁରୁତର ଯୁବକ ହେଲେ କାଳିଆ ମଲ୍ଲିକ । ଆହତ ହେଲେ ରାଜୁ ମଲ୍ଲିକ, ବବଲୁ ମଲ୍ଲିକ, ଅନାମ…

ସେକ୍ସ ରାକେଟ ଠାବ: ରାଣୀ ମହୁମାଛି ସହ ଦଲାଲ ଗିରଫ, ୫ ଯୁବତୀ ଉଦ୍ଧାର

କେନ୍ଦୁଝର: କେନ୍ଦୁଝର ଟାଉନ ଥାନା ଅଞ୍ଚଳରୁ ଏକ ସେକ୍ସ ରାକେଟ ଠାବ ହୋଇଛି। ଦେହ ବ୍ୟବସାୟରେ ନିୟୋଜିତ ୫ ଜଣ ଯୁବତୀ ଉଦ୍ଧାର ହୋଇଛନ୍ତି। ୬ ଜଣ ଗିରଫ ହୋଇଛନ୍ତି। ରାଣୀ ମହୁମାଛି ରାନୀ ଓ ରଫ ବନରାଣୀ ବାରିକ ସହିତ ୨ ଜଣ ଗ୍ରାହାକ ଓ ୩ ଜଣ ଦଲାଲ ଗିରଫ। ୨ ଜଣ ଗ୍ରାହାକଙ୍କ ମଧ୍ୟରୁ ଜଣେ ନରଣପୁର ଓ…

Nuapada Bypoll: ସରିଲା ନାମାଙ୍କନ, ଆଜିଠୁ ଜମିବ ପ୍ରଚାର

ନୂଆପଡା: ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ଶେଷ ହେଲା ନାମାଙ୍କନ ପତ୍ର ଦାଖଲ। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆଜିଠୁ ନୂଆପଡ଼ାରେ ଜମିବ ପ୍ରଚାର। ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ସୋମବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା । ୧୯ ଜଣ ପ୍ରାର୍ଥୀଙ୍କ…