ହ୍ୱାଟସ୍ଆପ୍ର ‘ୟୁଜରନେମ୍’ ଫିଚରକୁ ନେଇ କେନ୍ଦ୍ର ସରକାରଙ୍କ କଡ଼ା ଆଭିମୁଖ୍ୟ: ମେଟାକୁ ଜାରି ହେଲା…
ନୂଆଦିଲ୍ଲୀ: ଦେଶରେ ସାଇବର ଠକେଇ ଏବଂ ଡିଜିଟାଲ୍ ଅପରାଧ କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଲୋକପ୍ରିୟ ମେସେଜିଂ ଆପ୍ ହ୍ୱାଟସ୍ଆପ୍ (WhatsApp) ର ଏକ ଆଗାମୀ ଫିଚରକୁ ନେଇ କେନ୍ଦ୍ର ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ହ୍ୱାଟସ୍ଆପ୍ରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଥିବା…