ବିଜେପିରେ ମିଶିଲେ ଗଁଦିଆ ବ୍ଲକ ଅଧ୍ୟକ୍ଷା ରୀନାରାଣୀ ଖଟୁଆ
ଗଁଦିଆ: ବିଜେପିରେ ମିଶିଲେ ଗଁଦିଆ ବ୍ଲକ ଅଧ୍ୟକ୍ଷା ରୀନା ରାଣୀ ଖଟୁଆ। ବିଜେଡି ଛାଡ଼ି ସେ ଆଜି ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସରକାରୀ ବାସଭବନଠାରେ ବିଜେପିରେ ମିଶିଛନ୍ତି । ରୀନାଙ୍କ ସହ ୩୦ଜଣ ବିଜେଡି ସମର୍ଥିତ ସରପଞ୍ଚ ଏବଂ ସମିତିସଭ୍ୟ ମଧ୍ୟ ବିଜେପିରେ ମିଶିଛନ୍ତି ।
ବ୍ଲକର…