ପୀତବାସ ପଣ୍ଡା ହତ୍ୟା ମାମଲାରେ ଖୁବ୍ଶୀଘ୍ର ହେବ ପର୍ଦ୍ଦାଫାସ, ପୂର୍ବତନ ମେୟରଙ୍କୁ ଉଠାଇ ନେଲା ପୋଲିସ
ବ୍ରହ୍ମପୁର: ପୀତବାସ ପଣ୍ଡା ହତ୍ୟା ମାମଲାରେ ଖୁବ୍ଶୀଘ୍ର ହେବ ପର୍ଦ୍ଦାଫାସ। ଏନେଇ ଦକ୍ଷିଣାଞ୍ଚଳ IG ନୀତି ଶେଖରଙ୍କ ବଡ଼ ସୂଚନା। ଦକ୍ଷିଣାଞ୍ଚଳ ଆଇଜି କହିଛନ୍ତି, 'ପୋଲିସ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦିନେ କିମ୍ବା ଦୁଇ ଦିନ ଭିତରେ ସାମ୍ବାଦିକ ସମ୍ମିଳନୀ ହେବ। ବ୍ରହ୍ମପୁର ଏସ୍ପି…