ସୋଆ ‘ପ୍ରାଚୀନ’ ପକ୍ଷରୁ ପ୍ରକାଶିତ ହେଲା ‘ଯୁଗଭଞ୍ଜଙ୍କ ଦଶପୋଈ’ ଓ ‘ପ୍ରାଚୀନ ଓଡିଆ ଅଭିଲେଖ’
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭାଷା, ସଂସ୍କୃତି ଓ ଐତିହ୍ୟ କେନ୍ଦ୍ର ‘ପ୍ରାଚୀନ’ ଆନୁକୂଲ୍ୟରେ ଦୁଇଟି ପୁସ୍ତକ ପ୍ରକାଶିତ ହୋଇଛି। ପ୍ରକାଶିତ ଦୁଇଟି ପୁସ୍ତକ ‘ଯୁଗଭଞ୍ଜଙ୍କ ଦଶପୋଈ’ ଓ ‘ପ୍ରାଚୀନ ଓଡିଆ ଅଭିଲେଖ’ ଓଡିଆ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କରାଯାଇଛି। ଏହି…