ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ।…