ନୂଆପଡ଼ା ଉପନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ୧୯ ପ୍ରାର୍ଥୀ
ନୂଆପଡା: ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ଶେଷ ହେଲା ନାମାଙ୍କନ ପତ୍ର ଦାଖଲ । ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେମାନେ ହେଲେ ଭାରତୀୟ ଜନତା ପାର୍ଟି (ବିଜେପି)ର ଜୟ ଢୋଲକିଆ, ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜାତୀୟ କଂଗ୍ରେସର ଘାସିରାମ…