ମୁଖ୍ୟମନ୍ତ୍ରୀଙ୍କ ଆଜିର ବାତ୍ୟାଞ୍ଚଳ ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ
ଭୁବନେଶ୍ବର: ଆଜି ବାତ୍ୟାଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଥାନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଉ ଏହି ସମୟରେ ତାଙ୍କ ସହ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଯାଇଥାନ୍ତେ । ହେଲେ ଏହି କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି ।
ପାଗ…