୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ । ଦିଲ୍ଲୀ ଠାରେ ଆୟୋଜିତ କେନ୍ଦ୍ର ସରକାରଙ୍କ ଏକ ବୈଠକରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ବାତ୍ୟା…