Latest Odisha News

BREAKING NEWS

କେଉଁଠି ଖୁସି ତ କେଉଁଠି ଦୁଃଖ ଦେଇଗଲା ‘ଦାନା’, ବାତ୍ୟା ବେଳେ ଜନ୍ମ ନେଲେ ୧୬୦୦ ଶିଶୁ

ଭୁବନେଶ୍ଵର: ଭୀଷଣ ବାତ୍ୟାର ରୂପ ନେଇ ଭିତରକନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁଛି ‘ଦାନା’। କେଉଁଠି ଘର ଦ୍ଵାର ଭାଙ୍ଗି ଲୋକଙ୍କୁ ଦୁଃଖ ଦେଇଯାଇଛି ତ କେଉଁଠି ଦେଇଛି ଖୁସି ଖବର । ବାତ୍ୟା ବେଳେ ରାଜ୍ୟରେ ଜନ୍ମ ନେଇଛନ୍ତି ପ୍ରାୟ ୧୬୦୦ ଶିଶୁ । ଗତକାଲି ରାତିରେ ଏସ୍‌ଆରସିଙ୍କ…

ସେନା ଗାଡି ଉପରେ ବଡ଼ଧରଣର ଆତଙ୍କୀ ଆକ୍ରମଣ: ୨ ଯବାନ ସହିଦ, ୨ ଶ୍ରମିକ ମୃତ

ଶ୍ରୀନଗର: ଜମ୍ମୁ-କଶ୍ମୀରର ବରମୁଲ୍ଲା ଅନ୍ତର୍ଗତ ଗୁଲମର୍ଗରେ ବଡ଼ଧରଣର ଆତଙ୍କୀ ହମଲା ହୋଇଛି। ସେନା ଗାଡି ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏହି ଘଟଣାରେ ୨ ଜଣ ଯବାନ ସହିଦ ହୋଇଛନ୍ତି। ସେହିପରି ସେନାରେ କାର୍ଯ୍ୟ କରୁଥିବା ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହା ବ୍ୟତୀତ…

ଅମୃତ ଷ୍ଟେସନ ଯୋଜନାରେ ପାରଳାଖେମୁଣ୍ଡି ରେଳ ଷ୍ଟେସନର ପୁନର୍ବିକାଶ

ପାରଳାଖେମୁଣ୍ଡି: ରେଳ ମନ୍ତ୍ରଣାଳୟ ଦ୍ୱାରା ଘୋଷିତ ୫୭ ଟି ଅମୃତ ଷ୍ଟେସନ ମଧ୍ୟରୁ ପାରଳାଖେମୁଣ୍ଡି ରେଳ ଷ୍ଟେସନକୁ ପ୍ରାୟ ୧୨ କୋଟି ଟଙ୍କା ପୁଞ୍ଜି ବିନିଯୋଗରେ ପୁନର୍ବିକାଶ କରାଯାଉଅଛି | ଏହି ପଦକ୍ଷେପଟି ଓଡିଶାର ଐତିହାସିକ ସମୃଦ୍ଧ ଅଞ୍ଚଳରେ ସଂଯୋଗୀକରଣ ବୃଦ୍ଧି ଏବଂ ଯାତ୍ରୀଙ୍କ ସୁବିଧାରେ…

ସ୍ବାଭାବିକ ହେଲା ଭୁବନେଶ୍ବରରେ ବିମାନସେବା

ଭୁବନେଶ୍ଵର: ସ୍ବାଭାବିକ ହେଲା ଭୁବନେଶ୍ବରରେ ବିମାନସେବା । ବାତ୍ୟା ‘ଦାନା’ ପାଇଁ ଗତକାଲିଠୁ ୪୦ ବିମାନ ସେବାକୁ ବାତିଲ କରାଯାଇଥିବା ବେଳେ ଆଜି ସକାଳ ୮ଟାରୁ ତାହା ସ୍ୱାଭାବିକ ହୋଇଛି। ଏନେଇ ଭୁବନେଶ୍ବର ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି । ବାତ୍ୟା ପାଇଁ କାଲି…

ମଧ୍ୟରାତ୍ରୀରେ ଲ୍ୟାଣ୍ଡଫଲ କଲା ବାତ୍ୟା ‘ଦାନା’, ସକାଳ ଯାଏଁ ରଚିଲା ତାଣ୍ଡବ

ଭୁବନେଶ୍ଵର: ମଧ୍ୟରାତ୍ରୀରେ ଲ୍ୟାଣ୍ଡଫଲ କଲା ବାତ୍ୟା ‘ଦାନା’ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଭିତରକନିକାରୁ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିଛି ବାତ୍ୟା । ଭିତରକନିକା ହାବାଳିଖଟିରେ ବାତ୍ୟାର ଲ୍ୟାଣ୍ଡଫଲ । ମଧ୍ୟରାତ୍ରି ପ୍ରାୟ ସାଢେ ଗୋଟାଏରୁ ସାଢେ ୩ଟା ମଧ୍ୟରେ ସ୍ଥଳଭାଗ…

ବାତ୍ୟା ମୁକାବିଲା ନେଇ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉପକୂଳ ଆଡକୁ ଭୀଷଣ ବେଗରେ ମାଡି ଆସୁଛି ବାତ୍ୟା 'ଦାନା' । ଏବେ ପାରାଦୀପ ଠାରୁ ୮୦ କିଲୋମିଟର ଏବଂ ଧାମରା ଠାରୁ ୧୧୦ କିଲୋମିଟର ଦୂରରେ ରହିଛି 'ଦାନା' । ଘଣ୍ଟାକୁ ୧୦ରୁ ୧୨ କିମି ବେଗରେ ଆଗକୁ ବଢୁଛି ଏହି ସାମୁଦ୍ରିକ ଝଡ଼ । ତେବେ ବାତ୍ୟା 'ଦାନା' ମୁକାବିଲା ପାଇଁ ରାଜ୍ୟ…

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସଞ୍ଜୀବ ଖାନ୍ନା

ନୂଆଦିଲ୍ଲୀ: ଜଷ୍ଟିସ୍ ସଞ୍ଜୀବ ଖାନ୍ନା ହେବେ ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି । ବର୍ତ୍ତମାନର ପ୍ରଧାନ ବିଚାରପତି ଅଛନ୍ତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ । ସେ ଅବସର ନେବା ପରେ ଜଷ୍ଟିସ ଖାନ୍ନା ନଭେମ୍ବର ୧୧ ତାରିଖରେ ପ୍ରଧାନ ବିଚାରପତି ଭାବେ ଶପଥ ନେବେ । ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ…

ବାତ୍ୟା ସମୟରେ ପ୍ରବଳ ବର୍ଷା ଯୋଗୁଁ ୧୬ ଜିଲ୍ଲାରେ ବନ୍ୟା ଆଶଙ୍କା

ଭୁବନେଶ୍ୱର: ସମୁଦ୍ରରୁ ବଳ ଗୋଟାଇ ଉପକୂଳ ଅଭିମୁଖେ ପ୍ରବଳ ବେଗରେ ମାଡି ଆସୁଛି ବାତ୍ୟା ‘ଦାନା’ । ସଦ୍ୟ ସୂଚନା ଅନୁଯାୟୀ ଏହା ଏବେ ପାରାଦ୍ୱୀପ ଠାରୁ ୧୦୦ କିଲୋମିଟର ଏବଂ ଧାମରା ଠାରୁ ୧୩୦ କିଲୋମିଟର ଦୂରରେ ରହିଛି । ଯାହାର ପ୍ରଭାବ ଅନେକ ଜିଲ୍ଲାରେ ଦେଖାଯିବା ଆରମ୍ଭ ହୋଇଯାଇଛି ।…

ବାତ୍ୟା ସମୟରେ ନେଟୱର୍କ ସିଷ୍ଟମ ଉପରେ ବଡ ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର: ସ୍ଥଳଭାଗକୁ ମାଡି ଆସୁଛି ବାତ୍ୟା ‘ଦାନା’ । ଏହାର ପ୍ରଭାବ ବର୍ତ୍ତମାନ ବିଭିନ୍ନ ଜିଲ୍ଲାରେ ଦେଖିବାକୁ ମିଳୁଛି । ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ପବନର ବେଗ ମଧ୍ୟ ବଢିବାରେ ଲାଗିଲାଣି । ତେବେ ଗୁରୁବାର ରାତି ୩ଟାରୁ ଶୁକ୍ରବାର ପୂର୍ବାହ୍ନ ଯାଏଁ ବାତ୍ୟାର ଲ୍ୟାଣ୍ଡଫଲ୍…

ଉପକୂଳ ମୁହାଁ ‘ଦାନା’, ପାରାଦ୍ୱୀପରୁ ମାତ୍ର ଏତିକି ଦୂରରେ ଅଛି…

ଭୁବନେଶ୍ବର: ଭୀଷଣ ବାତ୍ୟାର ରୂପ ନେଇ ଓଡ଼ିଶା ଉପକୂଳ ମୁହାଁ ହେଉଛି ‘ଦାନା’ । ପାରାଦୀପରୁ ଠାରୁ ଏବେ ୧୦୦ କିମି ଦୂରରେ ରହିଛି । ସେହିଭଳି ଧାମରାର ଦକ୍ଷିଣ ଓ ଦକ୍ଷିଣ-ପୂର୍ବରେ ୧୩୦ କିମି ଦୂରରେ ରହିଛି ଦାନା । ଆଜି ମଧ୍ୟରାତି ଓ କାଲି ସକାଳ ମଧ୍ୟରେ ଭିତରକନିକା ଓ ଧାମରା ମଧ୍ୟରେ ରାତି…