ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୪ ମୃତ, ୩ ଆହତ
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ଖବର ମୁତାବକ, ଆଜି ସକାଳେ ତିରିଂ ଥାନା ଅଞ୍ଚଳର…