ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଫୁଟିଲା ଗୁଳି, ଯୁବକ ଆହତ
ଅନୁଗୁଳ: ଅନୁଗୁଳରେ ଚାଞ୍ଚଲ୍ୟ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଫୁଟିଲା ଗୁଳି। ଘଟଣାରେ ଜଣେ ଯୁବକ ଆହତ ହୋଇଥିବା ସୂଚନା ମିଳିଛି। ଆହତ ଜଣଙ୍କ ହେଲେ ଅନୁଗୁଳ ବାଗଡିଆ ଥାନା ପାତ୍ରପଡା ଗାଁର ମିଲୁ ବେହେରା । ତାଙ୍କ ବାମ ଗୋଡରେ ଗୁଳି ବାଜିଛି ।
ଗୁରୁତର ଅବସ୍ଥାରେ ତାଙ୍କୁ ଛେଣ୍ଡିପଦା…