ବଢିଲା ପୋଲିସ ଡିଜି ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳ
ଭୁବନେଶ୍ଵର: ବଢିଲା ପୋଲିସ ଡିଜି ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳ । ୨୦୨୬ ପର୍ଯ୍ୟନ୍ତ ପୋଲିସ ଡିଜି ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ାଇଲେ ରାଜ୍ୟ ସରକାର । ଆସନ୍ତା ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟରେ ରହିବେ ଡିଜି ୱାଇବି ଖୁରାନିଆ ।
୧୯୯୦ ବ୍ୟାଚ୍ ଆଇପିଏସ୍ ଯୋଗେଶ ବାହାଦୂର…