ସ୍ବାସ୍ଥ୍ୟ କ୍ଷେତ୍ରରେ ନୂଆ ଅଦ୍ଭ୍ୟୁଦୟ: ଇଏସଆଇରେ ମିଳିବ ଆୟୁଷ୍ମାନ ସୁବିଧା
ନୂଆଦିଲ୍ଲୀ: କର୍ମଚାରୀଙ୍କ ପାଇଁ ଖୁସି ଖବର ଆଣିବାକୁ ଯାଉଛନ୍ତି କେନ୍ଦ୍ର ସରକାର । ସ୍ବାସ୍ଥ୍ୟ କ୍ଷେତ୍ରରେ କର୍ମଚାରୀଙ୍କୁ ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ କର୍ମଚାରୀଙ୍କ ରାଜ୍ୟ ବୀମା ନିଗମ (ଇଏସଆଇସି) ଏବଂ ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ (ଏନଏଚଆଇ) ମଧ୍ୟରେ ସମ୍ମିଶ୍ରଣ କରିବାକୁ…