୨ଦିନ ବଢ଼ିଲା ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀମାନଙ୍କ ପାଇଁ ବାର୍ଷିକ ଅତିରିକ୍ତ ସାମୟିକ ଛୁଟି ୨ ଦିନ ବଢିଛି।। ପୂର୍ବରୁ ଥିବା ୧୦ ଦିନକୁ ୧୨ଦିନ କରିଛନ୍ତି ମୋହନ ସରକାର । ଅତିରିକ୍ତ ସାମୟିକ ଛୁଟି ବଢାଇବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବ ସରକାର…