ବାତ୍ୟା ‘ଦାନା’କୁ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଉଚ୍ଚସ୍ତରୀୟ ବୈଠକ
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ଓ ବାତ୍ୟା ପରବର୍ତ୍ତୀ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟ ପ୍ରଶାସନଙ୍କୁ ବାତ୍ୟା, ବନ୍ୟା ଓ ବିପର୍ଯ୍ୟୟ ପାଇଁ ସମ୍ପୂର୍ଣ…