କିଟ୍ ବିଶ୍ୱବିଦ୍ୟାଳୟକୁ ଗ୍ରୀନ୍ କ୍ୟାମ୍ପସ୍ ପୁରସ୍କାର-୨୦୨୪, ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସଦସ୍ୟ ସମ୍ମାନ
ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟରେ ଆଜି ପରିବେଶରେ ଆର୍ସେନିକ୍ ଉପରେ ୯ମ ଅନ୍ତର୍ଜାତୀୟ କଂଗ୍ରେସ ପ୍ରଦର୍ଶନୀ ଉଦ୍ଘାଟିତ ହୋଇଛି। ଚାରିଦିନଧରି ଚାଲିବାକୁ ଥିବା ଏହି ସମ୍ମିଳନୀରେ ୫୦ଟି ଦେଶରୁ ୧୦୦ରୁ ଊର୍ଦ୍ଧ ପ୍ରତିନିଧିଙ୍କ ସମେତ ୪୦୦ ପ୍ରତିନିଧି ଯୋଗଦେଇଛନ୍ତି।
ସେମାନଙ୍କ ମଧ୍ୟରେ…