ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପରେ ଷ୍ଟାଲିନଙ୍କ ଅପିଲ୍, ସମୟ ଆସିଛି ୧୬ ସନ୍ତାନ ଜନ୍ମ କର
ଚେନ୍ନାଇ: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ପରେ ବର୍ତ୍ତମାନ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଅଧିକ ସନ୍ତାନ ଜନ୍ମ ଉପରେ ଗୁରୁତ୍ବାରୋପ କରିଛନ୍ତି।
୧୬ରୁ ଅଧିକ ସନ୍ତାନ ଜନ୍ମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଷ୍ଟାଲିନ ଲୋକଙ୍କୁ ନିବେଦନ କରିଛନ୍ତି।…