Youth Arrested: ସାମାଜିକ ଗଣମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ଗାଳିଦେଇ ଯୁବକ ଗିରଫ
ଖୋର୍ଦ୍ଧା: ମୁଖ୍ୟମନ୍ତ୍ରୀଙ୍କୁ ଗାଳିଦେବା ପଡିଲା ମହଙ୍ଗା । ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ । ଗିରଫ ଅଭିଯୁକ୍ତ ହେଲା କେନ୍ଦୁଝର ସଦର ଓଲ୍ଡଟାଉନ ଅଞ୍ଚଳର ସାଫିୱାଲ୍ଲା ଖାନ୍ । ସେ ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଗାଳି ଦେଇଥିବା ସୂଚନା ରହିଛି ।…