ଆଇଓସିଏଲ ପାଇପ ଲାଇନରୁ ଲିକ୍ ହେଲା ତେଲ
ପାରାଦୀପ: ଆଇଓସିଏଲ ପାଇପଲାଇନରୁ ତେଲ ଲିକ୍ ହୋଇଛି। ଏହି ଘଟଣା ଅଠରବାଙ୍କିରୁ ନେହରୁବଙ୍ଗଳା ରାସ୍ତାକଡରେ ଦେଖିବାକୁ ମିଳିଛି। ଅଠରବାଙ୍କିରୁ ନେହରୁବଙ୍ଗଳା ରାସ୍ତାକଡରେ ଅଣ୍ଡରଗ୍ରାଉଣ୍ଡ ପାଇପରୁ ହଜାର ହଜାର ଲିଟର ତେଲ ଲିକ୍ ହେଉଥିବା ଜଣାପଡ଼ିଛି । ଏହି ଅଶୋଧିତ ତୈଳ ମାଟିରେ ମିଶିଥିବାର…