ଦେଶୀ ଗାଈ ଘିଅରେ ମହାପ୍ରସାଦ ପ୍ରସ୍ତୁତ ପାଇଁ ମୋଦିଙ୍କୁ ଚିଠି
ପୁରୀ: ଦେଶୀ ଗାଈ ଘିଅରେ ସମ୍ପୂର୍ଣ୍ଣ ମହାପ୍ରସାଦ ପ୍ରସ୍ତୁତ ପାଇଁ ମୋଦିଙ୍କୁ ଚିଠି ଲେଖିଲେ ଶ୍ରୀଜଗନ୍ନାଥ ମନ୍ଦିରର ସେବାୟତ। ସୁଆର ମହାସୁଆର ନିଯୋଗ ସମିତି ପକ୍ଷରୁ ଏହି ଚିଠି ଲେଖାଯାଇଛି।
ଶ୍ରୀମନ୍ଦିରରେ ହେଉଥିବା ମହାପ୍ରସାଦ ଓମଫେଡ ପରିବର୍ତ୍ତେ ଶୁଦ୍ଧ ଗୁଆ ଘିଅରେ ପ୍ରସ୍ତୁତି ହେଉ…