Latest Odisha News

BREAKING NEWS

ସଂଶୋଧନ ହେବ ସୂଚନା ଅଧିକାର ଆଇନ : ଆଇନ ମନ୍ତ୍ରୀ

ଭୁବନେଶ୍ୱର:  ଗଣତାନ୍ତ୍ରିକ ବ୍ୟବସ୍ଥାକୁ ସୁସଂହତ କରିବାରେ ସୂଚନା ଅଧିକାର ଆଇନ ଏକ ବରଦାନ ସଦୃଶ ସାବ୍ୟସ୍ତ ହୋଇଛି ବୋଲି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି। ଓଡ଼ିଶା ସୂଚନା ଅଧିକାର ଅଭିଯାନ ପକ୍ଷରୁ ସ୍ଥାନୀୟ ଗୀତଗୋବିନ୍ଦ ସଦନଠାରେ ସୂଚନା ଅଧିକାର ଆଇନର ୧୯…

ହରିୟାଣାରେ ନାୟବ ସିଂହ ସୈନିଙ୍କ ସହ ଶପଥ ନେବେ ୧୦ କ୍ୟାବିନେଟ ମନ୍ତ୍ରୀ

ଚଣ୍ଡୀଗଡ: ହରିୟାଣାରେ ହ୍ୟାଟ୍ରିକ ମାରିଛି ବିଜେପି। ହରିୟାଣା ବିଧାନସଭା ନିର୍ବାଚନରେ ବିଜେପିର ବଡ ବିଜୟ ପରେ ଦଳ ତୃତୀୟ ଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ବିଧାୟକ ଦଳ ବୈଠକରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ନାୟବ ସିଂହ ସୈନିଙ୍କୁ ଚୟନ କରାଯାଇଛି। ସେ ଅକ୍ଟୋବର ୧୭ ତାରିଖ ଅର୍ଥାତ…

ୱାୟନାଡରେ ଲାଗିଲା ପ୍ରିୟଙ୍କାଙ୍କ ପୋଷ୍ଟର : ଲେଖା ଅଛି “ୱାୟନାଡିଣ୍ଟେ ପ୍ରିୟଙ୍କାରୀ”

ନୂଆଦିଲ୍ଲୀ : ପ୍ରିୟଙ୍କା ଗାନ୍ଧୀ କେରଳର ୱାୟନାଡରୁ ନିର୍ବାଚନ ଲଢିବେ। ଏହ ତାଙ୍କ ପ୍ରଥମ ନିର୍ବାଚନ ଏଣ୍ଟ୍ରି। ନିର୍ବାଚନ ଆୟୋଗ ମଙ୍ଗଳବାର ଦିନ ତାରିଖ ଘୋଷଣା କରିବାର କିଛି ଘଣ୍ଟା ମଧ୍ୟରେ ପ୍ରିୟଙ୍କାଙ୍କ ନାମ ଘୋଷଣା କରାଯାଇଥିଲା। ନଭେମ୍ବର ୧୩ରେ  ୱାୟନାଡରେ ନିର୍ବାଚନ ହେବ। ଏହି ଖବର…

ଝାଡ଼ଖଣ୍ଡରେ ୫୬  ଆସନ ପାଇଁ ମୋହର ମାରିଲା ବିଜେପି!

ରାଞ୍ଚୀ : ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖକୁ ନେଇ ବହୁତ ଦିନରୁ ଚାଲୁଥିବା ସସପେନ୍ସ ଦୂର ହୋଇଛି । ତାରିଖ ଘୋଷଣା ପରେ ବିଜେପି କେନ୍ଦ୍ରୀୟ ଟିମ୍ ପାଖାପାଖି ୫୫-୫୬ ସିଟ ପାଇଁ ପ୍ରାର୍ଥୀମାନଙ୍କ ନାମରେ ମୋହର ମାରିଛି।  ଦଳ ଆଗାମୀ ଦୁଇ ଦିନ ମଧ୍ୟରେ ପ୍ରାର୍ଥୀମାନଙ୍କ ନାମ ଘୋଷଣା…

ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ଥାପିତ ହେବ ବରପୁତ୍ରଙ୍କର ପ୍ରତିମୂର୍ତ୍ତି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପିତ ହେବ। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ନିଷ୍ପତି ନିଆଯାଇଛି। ବରପୁତ୍ରମାନଙ୍କ…

ଜାଣନ୍ତୁ ୫ ବର୍ଷରେ କେତେ ବଦଳିଛି ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ

ନୂଆଦିଲ୍ଲୀ : ଘୋଷଣା ହୋଇଛି ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖ। ଦୁଇ ରାଜ୍ୟରେ ବିଜେପି ନତୃତ୍ଵାଧୀନ ଏନଡିଏ ଓ ଇଣ୍ଡିଆ ବ୍ଲକ ମଧ୍ୟରେ କଡ୍ଡା ଟକ୍କର ଦେଖିବାକୁ ମିଳିଛି। ମହାରାଷ୍ଟ୍ରରେ ଏନଡିଏ ଶାସନ କରୁଥିବା ବେଳେ ଝାଡଖଣ୍ଡରେ ସରକାର ଚଲାଉଛି ଜେଏମଏମ ମେଣ୍ଟ ସରକାର। ଦୁଇ…

କେଉଁ ଆସନରୁ ପ୍ରାର୍ଥୀ ହେବେ ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ?

ନୂଆଦିଲ୍ଲୀ: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପରେ ଦେଖାଦେଇଛି ରାଜନୈତିକ ଝଡ। ନିର୍ବାଚନ ପ୍ରସ୍ତୁତି ପ୍ରସଙ୍ଗରେ ବିଜେପିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ହରିୟାଣା ବିଜୟ ପରେ ବେଶ ଉତ୍ସାହିତ ବିଜେପି। ଝାଡଖଣ୍ଡରେ ବିଜେପି ଭଲ ପ୍ରଦର୍ଶନ କରିବା ସହ ସରକାର…

ନାୟବ ସିଂହ ସୈନି ହେବେ ହରିୟାଣା ମୁଖ୍ୟମନ୍ତ୍ରୀ : କାଲି ଶପଥ ନେବେ

ନୂଆଦିଲ୍ଲୀ : ହରିୟାଣାରେ ହ୍ୟାଟ୍ରିକ ମାରିବା ପରେ ପୁଣି ସରକାର ଗଢିବ ବିଜେପି। ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାୟବ ସିଂହ ସୈନି । ପୂର୍ବ ମୁଖ୍ୟମନ୍ତ୍ରୀ ନାୟବ ସିଂହ ସୈନି ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବା ନେଇ  ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯାଇଛି । …

ଧୋନୀଙ୍କ ରେକର୍ଡ ଭାଙ୍ଗିବେ କୋହଲି

ବେଙ୍ଗାଲୁର: ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ କ୍ରିକେଟ ଟେଷ୍ଟର ପ୍ରଥମ ଦିବସ ଖେଳ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି । ଏହି ମ୍ୟାଚରେ ଭାରତର ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏକ କୀର୍ତିମାନ ସ୍ଥାପନ କରିବାକୁ ଯାଉଛନ୍ତି । ଆନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରେ ମହେନ୍ଦ୍ର ସିଂ ଧୋନୀ…

ମୁଖ୍ୟ ନିର୍ବାଚନ କମିସନରଙ୍କ ହେଲିକପ୍ଟରର ଜରୁରୀକାଳୀନ ଅବତରଣ

ପିଥୋରାଗଡ: ଉତ୍ତରାଖଣ୍ଡର ପିଥୋରାଗଡ ଜିଲ୍ଲାରେ ଆଜି ଭାରତର ମୁଖ୍ୟ ନିର୍ବାଚନ କମିଶନରଙ୍କୁ ନେଇ ମିଲାମ ଅଭିମୁଖେ ଯାଉଥିବା ଏକ ହେଲିକପ୍ଟରର ଜରୁରୀକାଳୀନ ଅବତରଣ ହୋଇଛି। ପ୍ରତିକୂଳ ପାଗ କାରଣରୁ ଏପରି ହୋଇଥିବା ଜଣାପଡିଛି। ଏନେଇ ପାଇଲଟ୍ ଏକ ଦୁର୍ଗମ ଅଞ୍ଚଳରେ ଥିବା ରାଲାମରେ ହେଲିକପ୍ଟର…