ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ନିବେଶ ଟାଣିବାକୁ କରିବେ ରୋଡ୍ ଶୋ’
ଭୁବନେଶ୍ୱର: ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆସନ୍ତା ୧୮ ତାରିଖରୁ ଦୁଇ ଦିନିଆ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଏହି ଗସ୍ତ ଅବସରରେ ନିବେଶକଙ୍କୁ ଭେଟି ନିବେଶ ସଂପର୍କରେ ଆଲୋଚନା କରିବେ। ଓଡ଼ିଶାକୁ ଅଧିକ ପୁଞ୍ଜିପତିଙ୍କୁ ଆକୃଷ୍ଟ କରିବା ସହ ନିବେଶ ଟାଣିବାକୁ…