ପାଠ୍ୟପୁସ୍ତକ ତ୍ରୁଟି ମାମଲା: ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବାକୁ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ
କଟକ: ପାଠ୍ୟପୁସ୍ତକ ତ୍ରୁଟି ଘଟଣା । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ଆଉ ୪ ଜଣ । ସେମାନେ ହେଲେ ଦିଲ୍ଲୀପ କୁମାର ସାହୁ, ପ୍ରଲିପ୍ତା ମିଶ୍ର, ଭାରତୀ ଟୁଡ଼ୁ, କିଶୋର କୁମାର କର । ଅନୁପମ ଘୋଷ ଓ ଅସୀମ କୁମାର ଘୋଷଙ୍କ ଆଗୁଆ ଜାମିନ ଆବେଦନ ମଧ୍ୟ…