ହସ୍ପିଟାଲ୍ରେ ଭର୍ତ୍ତି ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
ମୁମ୍ବାଇ: ଶିବସେନା (ୟୁବିଟି) ମୁଖ୍ୟ ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ମୁମ୍ବାଇର ରିଲାଏନ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଦ୍ଧବ ଠାକରେଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ରହିଛି। ତାଙ୍କର ଚିକିତ୍ସା ଏଠାରେ ଚାଲିଛି।…