ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ସମ୍ବଲପୁର: ବହୁ ପ୍ରତିକ୍ଷିତ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆଁଖାଇ ଅବସରରେ ସମ୍ବଲପୁର ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରାଯାଇଛି । ଆଜି ପ୍ରଥମ କିସ୍ତିରେ ଚାଷୀଙ୍କ ଖାତାକୁ ଟଙ୍କା…