ସରିଲା ଛତର ଯାତ୍ରା: ଏଥର ମା’ଙ୍କୁ ୧୦ ହଜାର ବଳି
ଭବାନୀପାଟଣା: ସଂପନ୍ନ ହେଲା ମାଆ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା। ଜେନାଖାଲରୁ ଛତର ବାହାରି ଦିନ ୧୨ଟାରେ ମନ୍ଦିରରେ ପହଞ୍ଚିଥିଲା। ତେବେ ଏଥର ପାଖାପାଖି ୧୦ ହଜାରରୁ ଊର୍ଦ୍ଧ୍ବ ପଶୁବଳି ଦିଆଯାଇଥିବା ସୂଚନା ମିଳିଛି।
କଳାହାଣ୍ଡିରେ ଶାରଦୀୟ ଦଶହରା କହିଲେ ଇଷ୍ଟଦେବୀ ମା…