ଆନ୍ଧ୍ର ସରକାରଙ୍କୁ ଜମି ପଟ୍ଟା ଦାବି; ଧାରଣାରେ ବସିଲେ କୋଟିଆ ଲୋକେ
ପଟ୍ଟାଙ୍ଗୀ: ଜଙ୍ଗଲଜମି ପଟ୍ଟା ପ୍ରଦାନ ଦାବି କରି ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅଧିନରେ ରହିଥିବା କୋଟିଆ ପଞ୍ଚାୟତର ଗଞ୍ଜେଇ ପଦର ଗ୍ରାମବାସୀ ।
ଓଡ଼ିଶା ସରକାରଙ୍କ ପକ୍ଷରୁ ଯାହା କିଛି ସହାୟତା…