Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ କ୍ୟାପିଟାଲ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ) ଦ୍ୱାରା ପରିଚାଳିତ 'ଆମ ବସ୍'ର ଦୁଇଟି ଇଲେକ୍ଟ୍ରିକ୍ ବସରେ ଅଗ୍ନିକାଣ୍ଡ ଘଟଣା ଏବେ ଚିନ୍ତାର ବିଷୟ ପାଲଟିଛି।
ତେବେ ଶନିବାର ସକାଳେ ଭୁବନେଶ୍ୱର ରେଳ ଷ୍ଟେସନରୁ ଘାଟିକିଆର IGKC ହସ୍ପିଟାଲ…