୪ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡା ପୋଲିସ ନିକଟରେ ୪ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ଜଣେ ମହିଳା ନକ୍ସଲ ମଧ୍ୟ ଅଛନ୍ତି । ଏମାନଙ୍କ ନାମରେ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା ।
ବସ୍ତର ପୋଲିସ ଅଧିକ୍ଷକ ଶଲଭ କୁମାର ସିହ୍ନା, ସିଆରପିଏଫ…