ରାଜ୍ୟସ୍ତରୀୟ କଳା ଉତ୍ସବ: କଳା କ୍ଷେତ୍ରରେ ଓଡ଼ିଶାର ଅବଦାନ ଅତୁଳନୀୟ
ଭୁବନେଶ୍ଵର: କଳା କ୍ଷେତ୍ରରେ ଓଡ଼ିଶାର ଅବଦାନ ଅତୁଳନୀୟ। ରାଜ୍ୟସ୍ତରୀୟ କଳା ଉତ୍ସବ ୨୦୨୪ ୟୁନିଟ-୬ ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଆୟୋଜିତ ହୋଇଯାଇଛି । ଉଦଘାଟନୀ ସମାରୋହରେ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଜ୍ୟୋତିରଞ୍ଜନ ମିଶ୍ର ମୁଖ୍ୟ ଅତିଥି ଭାବେ…