କିମସରେ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍ ଉଦ୍ଘାଟିତ
ଭୁବନେଶ୍ୱର: ଆମେରିକାନ ଆସୋସିଏସନ ଅଫ ଇଣ୍ଡିଆନ ଅରିଜିନ (ଭାରତୀୟ ବଂଶୋଦ୍ଭବ ଚିକିତ୍ସକ ସଂଘ- ଏଏପିଆଇ) ପକ୍ଷରୁ କିମ୍ସରେ ୧୯ତମ ଗ୍ଲୋବାଲ୍ ହେଲଥ୍କେୟାର ସମିଟ୍ ୨୦୨୬ ଶନିବାର ଉଦ୍ଘାଟିତ ହୋଇଯାଇଛି।
ଜାନୁଆରୀ ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମ୍ମିଳନୀରେ ଭାରତ ଓ…