ଅବସର ଘୋଷଣା କଲେ ଭାରତର ଷ୍ଟାର ଜିମ୍ନାଷ୍ଟ ଦୀପା କର୍ମାକର
ନୂଆଦିଲ୍ଲୀ: ଭାରତର ଷ୍ଟାର ଜିମ୍ନାଷ୍ଟ ଦୀପା କର୍ମାକର ସୋମବାର ଅବସର ଘୋଷଣା କରିଛନ୍ତି । ୨୦୧୬ ରିଓ ଅଲିମ୍ପିକ୍ସରେ ସେ ପ୍ରଭାବୀ ପ୍ରଦର୍ଶନ କରି ଅଳ୍ପକେ ବ୍ରୋଞ୍ଜ ପଦକ ହାସଲରୁ ରହି ଯାଇଥିଲେ । ୩୧ ବର୍ଷୀୟା ଦୀପା ଭାରତ ପକ୍ଷରୁ ପ୍ରଥମ ମହିଳା ଜିମ୍ନାଷ୍ଟ ଭାବେ ଅଲିମ୍ପିକ୍ସରେ ଅଂଶଗ୍ରହଣ…