ଚଳିତ ମାସରୁ SOG ଯବାନ ଓ ଅଫିସରଙ୍କ Risk Allowance ହେଲା ବୃଦ୍ଧି
ଭୁବନେଶ୍ୱର: ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏସ.ଓ.ଜି ଚନ୍ଦକାର ନୂତନ ପ୍ରଶିକ୍ଷଣ ଓ ବ୍ରିଫିଂ( Training cum Briefing Hall)କେନ୍ଦ୍ର ଉଦଘାଟନ କରିଛନ୍ତି। ଏଥିରେ ଏକା ସମୟରେ ୪୦୦ ଯବାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିହେବ।ଏହା ସହିତ ମୁଖ୍ୟମନ୍ତ୍ରୀ ସେଠାରେ ଏକ ଅତ୍ୟାଧୁନିକ…