ସାର ସଂକଟ ଦୂର ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: DAP ଓ ୟୁରିଆର ବିକଳ୍ପକୁ ପ୍ରୋତ୍ସାହନ ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟରେ ସାର (Fertilizer) ସଙ୍କଟ ଦୂର କରିବା ପାଇଁ ଓଡ଼ିଶା ସରକାର ଅନେକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ହେଉଛି ଚାଷୀଙ୍କୁ ଠିକ୍ ସମୟରେ ସାର ଯୋଗାଇବା ଏବଂ କଳାବଜାରୀ (Black marketing) ରୋକିବା। ଯିଏ କଳାବଜାରୀ କରିବ ତା ଉପରେ ଦୃଢ଼…