ତୀବ୍ର ହେଲା ଓଏସଏସଏସସିକୁ ବିରୋଧ: ରାସ୍ତାକୁ ଓହ୍ଲାଇଲେ ପରୀକ୍ଷାର୍ଥୀ
ଭୁବନେଶ୍ବର: ଓଏସଏସଏସସିକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଲେ ହଜାର ହଜାର ପରୀକ୍ଷାର୍ଥୀ । ଓଏସଏସଏସସି ପରୀକ୍ଷା ବିଭ୍ରାଟକୁ ନେଇ ଭୁବନେଶ୍ବର ଲୋୟର ପିଏମ୍ଜିରେ ଗର୍ଜିଲେ । ଆରଆଇ, ଏଆରଆଇ, ଅମିନ, ଆଇସିଡିସି ଭଳି ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ କରି ପରୀକ୍ଷା ବାତିଲ ଦାବିରେ…