ଆସନ୍ତା ବର୍ଷ ମାର୍ଚ୍ଚ ସୁଦ୍ଧା ସବୁ ଥାନାରେ ଲାଗିବ ସିସିଟିଭି: ହାଇକୋର୍ଟଙ୍କ ନିର୍ଦ୍ଦେଶ
ଭୁବନେଶ୍ଵର: ଭରତପୁର ଥାନାରେ ପୋଲିସ ଓ ମେଜର ବିବାଦ ମାମଲାରେ ଆସିଲା ହାଇକୋର୍ଟଙ୍କ ଶୁଣାଣି। ଏଥିପାଇଁ ରାଜ୍ୟ ସରକାର ଜାରି କଲେ ସ୍ବତନ୍ତ୍ର ଏସଓପି। ଏ ନେଇ କୋର୍ଟଙ୍କୁ ଆଡଭୋକେଟ୍ ଜେନେରାଲ ଜଣାଇଛନ୍ତି। ସେନା ଅଧିକାରୀଙ୍କୁ ଥାନାରେ ଦୁର୍ବ୍ୟବହାର ନେଇ ଏସଓପି ଜାରି କରାଯାଇଛି। SOPର ଏକ କପି…