ଆରମ୍ଭ ହେଲା ସୁଭଦ୍ରା ପଞ୍ଜିକରଣ, ଜାଣନ୍ତୁ କେମିତି କରିବେ ଫର୍ମ ପୁରଣ
ଭୁବନେଶ୍ଵର: ଆଜିଠାରୁ ଆରମ୍ଭ ହୋଇଛି ସୁଭଦ୍ରା ଯୋଜନା ପାଇଁ ପଞ୍ଜିକରଣ । ପଞ୍ଜିକରଣ ପାଇଁ ଅଙ୍ଗନବାଡି କେନ୍ଦ୍ର, ବ୍ଲକ୍ ଅଫିସ୍, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ଦିନ ସାରା ଭିଡ ଦେଖିବାକୁ ମିଳିଛି । ସେଠାରୁ ଫର୍ମ ଆଣି ପୂରଣ କରିବା ପରେ ମୋ ସେବା କେନ୍ଦ୍ର, ସାଧାରଣ ସେବା…