Latest Odisha News

BREAKING NEWS

ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା: ପୁରୁଣା ଖାତାରହେବ ପୁନଃ କେୱାଇସି ଅପଡେଟ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା (PMJDY) ଅଧୀନରେ ଖୋଲାଯାଇଥିବା 10 ବର୍ଷ ପୁରୁଣା ଖାତାର ପୁନଃ କେୱାଇସି ପ୍ରକ୍ରିୟାକୁ ସଂପୂର୍ଣ୍ଣ କରିବାକୁ ଆର୍ଥିକ ସେବା ସଚିବ ଏମ ନାଗରାଜୁ ବ୍ୟାଙ୍କଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। 2014 ରେ ଆରମ୍ଭ ହୋଇଥିବା ଏହି ଯୋଜନା ଗରିବ ଏବଂ ସ୍ୱଳ୍ପ…

ୟୁଟ୍ୟୁବରେ ବିଧାୟକଙ୍କୁ ଆକ୍ଷେପ କରିବା ପଡିଲା ମହଙ୍ଗା, ଯୁବକ ଗିରଫ

କେନ୍ଦ୍ରାପଡା: ୟୁଟ୍ୟୁବରେ ବିଧାୟକଙ୍କୁ କଟାକ୍ଷ କରି ବନ୍ଧା ହେଲେ ଯୁବକ । ଏଭଳି ଖବର ସାମ୍ନାକୁ ଆସିଛି କେନ୍ଦ୍ରାପଡା ଜିଲ୍ଲାରୁ । ଯାଜପୁର ଜିଲ୍ଲା ଧର୍ମଶାଳ ବିଧାୟକ ହିଂମାଶୁ ଶେଖର ସାହୁଙ୍କ ବିରୋଧରେ ଲଗାତାର କିଛି ମାସ ହେବ ଆପତ୍ତିଜନକ ମନ୍ତବ୍ୟ ପୋଷ୍ଟ କରି ଗିରଫ ହେଲେ ୟୁଟ୍ୟୁବର ଜୟଦେବ…

ରାଜଧାନୀରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର: ପୁଣି ଅସୁରକ୍ଷିତ ହୋଇପଡିଛି ରାଜଧାନୀ । ରାତି ଅଧରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୁତ୍ତ । ଛୁରୀ ଓ ସର୍ଜିକାଲ ବ୍ଲେଡ଼ରେ କଲେ ମରଣାନ୍ତକ ଆକ୍ରମଣ । ଏଭଳି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ବରର ବଡଗଡ଼ ଅଞ୍ଚଳରେ । ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣକ ହେଲେ ବଡଗଡ଼ ଗାଁର…

ଭରତପୁର ଥାନା ମାମଲା: ଆସିଲା ସାଇଣ୍ଟିଫିକ୍ ରିପୋର୍ଟ

ଭୁବନେଶ୍ଵର: ଭରତପୁର ଥାନାରେ ପୋଲିସ ଓ ମେଜର ବିବାଦ ମାମଲା । ଆସିଲା ନିଲମ୍ବିତ ୫ ପୋଲିସ ଅଧିକାରୀଙ୍କ ସାଇଣ୍ଟିଫିକ୍ ରିପୋର୍ଟ । କ୍ରାଇମବ୍ରାଞ୍ଚ ହାତରେ ହସ୍ତଗତ ହୋଇଛି ଗୁଜରାଟ ଡିଏଫଏସଏଲର ରିପୋର୍ଟ । ପୂର୍ବତନ ଆଇଆଇସି ଦୀନକୃଷ୍ଣଙ୍କ ବି ଟେଷ୍ଟ ରିପୋର୍ଟ ଆସିଛି । ପଲିଗ୍ରାଫ ଟେଷ୍ଟ…

ଆଗାମୀ ୨୪ ଘଣ୍ଟାରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା, ୧୫ରୁ ବଢିବ ଶୀତ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଥିବା ଘୂର୍ଣ୍ଣିବଳୟ କାରଣରୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ପଶ୍ଚିମଦିଗକୁ ଗତି କରି ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳ ଆଡେ ଗତି କରିବ ବୋଲି ଆଶଙ୍କା କରିଛି ଭାରତୀୟ ପାଣିପାଗ ବିଭାଗ । ଏହାର…

ପଞ୍ଚକ ବ୍ରତ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼

ପୁରୀ: ଆଜିଠୁ କାର୍ତ୍ତିକ ମାସର ମହାପଞ୍ଚୁକ ବ୍ରତ । ତିଥି କ୍ଷୟ ଯୋଗୁଁ ଏଥର ୫ ଦିନ ବଦଳରେ ୪ ଦିନ ପଞ୍ଚୁକ ବ୍ରତ ପାଳନ କରାଯିବ । ଅନ୍ୟପଟେ ପଞ୍ଚୁକ ପାଇଁ ଭିଡ଼ରେ ଉଛୁଳିଲାଣି ଶ୍ରୀମନ୍ଦିର । ପବିତ୍ର ପଞ୍ଚୁକ ଅବସରରେ ପୁରୀରେ ନାହିଁ ନଥିବା ଭିଡ ଦେଖିବାକୁ ମିଳିଛି । ପୁରୀ ଶ୍ରୀମନ୍ଦିର…

ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ: ଚନ୍ଦ୍ରଚୂଡ ବେଶରେ ଦର୍ଶନ ଦେଉଛନ୍ତି ବାବା

ଆଠଗଡ: ଆଜିଠୁ ଆରମ୍ଭ ହୋଇଛି ପଞ୍ଚୁକ ବ୍ରତ । ଏନେଇ ଚଳଚଞ୍ଚଳ ହୋଇ ଉଠିଛି ବାବା ଧବଳେଶ୍ଵରଙ୍କ ପୀଠ। ପ୍ରଥମ ଦିନରେ ପ୍ରଭୁ ଧବଳେଶ୍ୱର ଚନ୍ଦ୍ରଚୂଡ ବେଶରେ ଦର୍ଶନ ଦେଉଛନ୍ତି । ସେଥିପାଇଁ ଆଜି ରାତି ୩ଟା ବେଳେ ଦ୍ଵାର ଫିଟା ଯାଇ ୧୦୮ ଗରା ଜଳରେ ମହାଦେବଙ୍କ ମହାସ୍ନାନ କରାଯାଇଥିଲା । ପରେ ମଇଲମ,…

ଆଜିଠୁ ପଞ୍ଚୁକ ବ୍ରତ: ଠିଆକିଆ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ: ଆଜିଠୁ ଆରମ୍ଭ ହେଉଛି ପବିତ୍ର କାର୍ତ୍ତିକ ମାସର ପଞ୍ଚୁକବ୍ରତ । ଏଥର ପଞ୍ଚକ ବ୍ରତ ୫ ଦିନ ପରିବର୍ତ୍ତେ ୪ ଦିନ ଅନୁଷ୍ଠିତ ହେବ । ଗୋଟିଏ ଦିନ କ୍ଷୟ କାରଣରୁ ଚଳିତବର୍ଷ ମହାପ୍ରଭୁଙ୍କ ଲଷ୍ମୀନୃସିଂହ ବେଶ ବାଦ୍ ଦେଇ ଅନ୍ୟ ଚୋରୋଟି ବେଶରେ ଦର୍ଶନ ଦେବେ ମହାପ୍ରଭୁ । ଆଜି ପଞ୍ଚୁକ ବ୍ରତର…

ଅଶାନ୍ତ ମଣିପୁର: ବନ୍ଦ ଡାକରା ଦେଲା କୁକି ସଙ୍ଗଠନ

ଇମ୍ଫାଲ: ଦିନ କୁ ଦିନ ଅଶାନ୍ତ ହୋଇ ଉଠୁଛି ମଣିପୁର l ଥମିବାର ନାଁ ନେଉନାହିଁ ମଣିପୁର କାଣ୍ଡ l ଗତକାଲି ସିଆର୍‌ଏଫ୍ ଗୁଳିରେ ୧୧ ସନ୍ଦିଗ୍ଧ କୁକି ଉଗ୍ରବାଦୀ ନିହତ ହୋଇଥିଲେ। ଏନ୍‌କାଉଣ୍ଟରେ ଦୁଇ ଜଣ ଯବାନ ଗୁରୁତର ଆହତ ମଧ୍ୟ ହୋଇଛନ୍ତି। ସେପଟେ ଉଗ୍ରବାଦୀଙ୍କ ମୃତ୍ୟୁ ପରେ ଆଜି ୧୨ ଘଣ୍ଟିଆ…

ମହଙ୍ଗା ପଡିଲା ଦାଦାବଟି ମାଗିବା, ଗିରଫ ହେଲେ ବିଜେପି ନେତା ଇତିଶ ପ୍ରଧାନ

ଭୁବନେଶ୍ୱର: ଦାଦାବଟି ମାଗିବା ଏବଂ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ପୂର୍ବତନ ଏନଏସୟୁଆଇ ରାଜ୍ୟ ସଭାପତି ତଥା ବର୍ତ୍ତମାନର ବିଜେପି ନେତା ଇତିଶ ପ୍ରଧାନଙ୍କୁ ଗିରଫ କରିଛି ସହିଦନଗର ଥାନା ପୋଲିସ । ତାଙ୍କ ସହ ଆଉ ଦୁଇ ଜଣ ଅପର୍ନ ମିଶ୍ର ଏବଂ ବିପ୍ଳବ ପରିଡାଙ୍କୁ ମଧ୍ୟ ଗିରଫ କରିଛି ପୋଲିସ । …