ହଷ୍ଟେଲରେ ତରକାରୀରୁ ବାହାରିଲା ଝିଟିପିଟି ସହ ବିଛା
ଭୁବନେଶ୍ୱର: ରକାରୀରେ ବାହାରିଲା ମଲା ଝିଟିପିଟି ସହ ବିଛା । ଏପରି ଘଟଣା ସାମ୍ନାକୁ ଆସିଛି ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଂଜିନିୟରିଂ ହଷ୍ଟେଲରେ । ପିଲାଙ୍କୁ ରାତି ଖାଇବାରେ ଦିଆଯାଇଥିବା ଆଳୁ ତରକାରୀରେ ଏସବୁ ବାହାରିଥିଲା । ଯାହାକୁ ନେଇ ହଷ୍ଟେଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା ।…