ଅଗ୍ନିବୀରଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ବର: ଅଗ୍ନବିୀରଙ୍କ ପାଇଁ ପୁଣି ନରମିଲେ ରାଜ୍ୟ ସରକାର । ପ୍ରଥମେ ୧୦ ପ୍ରତିଶତ ସଂରକ୍ଷଣ ଏବେ ପୁଣି ବୟସ ସୀମାରେ ବି କୋହଳ କରିଛନ୍ତି ସରକାର । ତେବେ ଏନେଇ ସରକାର ବିଜ୍ଞପ୍ତି ଜାରି କରିଛନ୍ତି ।
ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତିରେ…