Latest Odisha News

୩ ଦଫା ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ

କୋରାପୁଟ: ଆଜି ୧୨ ଘଣ୍ଟିଆ କୋରାପୁଟ ବନ୍ଦ । ଜିଲ୍ଲା ଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ୍‌ ବନ୍ଦ ଡାକରା ଦେଇଛି କୋରାପୁଟ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି । ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ କୋରାପୁଟରେ ବନ୍ଦ ଡାକରା ପାଳନ ହେବ । ବନ୍ଦ ପାଳନ ହେତୁ ଦୋକାନ,…

ବଡ଼ ଧରଣର ସଡ଼କ ଦୁର୍ଘଟଣା; ୧୦ ମୃତ

ବାରଣାସୀ: ବଡ଼ ଧରଣର ସଡ଼କ ଦୁର୍ଘଟଣା । ଚାଲିଗଲା ୧୦ ଜଣଙ୍କ ଜୀବନ । ଉତ୍ତରପ୍ରଦେଶ ମୀର୍ଜାପୁର ନିକଟରେ ଟ୍ରକ-ଟ୍ରାକ୍ଟର ମୁହାଁମୁହିଁ ଧକ୍କା ହେବାରୁ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଥିଲେ । ଗୁରୁତର ୩ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ପୋଲିସ…

ଓଡ଼ିଶା ସବୁବେଳେ ମୋ ହୃଦୟର ଅତି ନିକଟତରରେ ରହିବ: ଷ୍ଟାର ସ୍ପିନର ପ୍ରବୀଣ ତାମ୍ବେ

ସୁରଟ: ପ୍ରସିଦ୍ଧ ଲେଗ୍ ସ୍ପିନର୍ ପ୍ରବୀଣ ତାମ୍ବେ । ଯାହାଙ୍କ ଆଗରେ ବୟସ ବି ମାନିଛି ହାର୍ । ଏବେ କୋଣାର୍କ ସୁର୍ୟାସ ଓଡ଼ିଶା ଦଳ ପାଇଁ ଖେଳୁଛନ୍ତି ପ୍ରବୀଣ । ଯେଉଁ ଦିନଠାରୁ ତାଙ୍କ ନାମ ପ୍ରଥମଥର ପାଇଁ ଟିଭି ସ୍କ୍ରିନରେ ସାମ୍ନାକୁ ଆସିଥିଲା, ସେହି ଦିନଠୁ ନେଇ ଆଜି ପର୍ଯ୍ୟନ୍ତ ପ୍ରବୀଣ…

ନବରାତ୍ରୀ ୨୦୨୪: ନବରାତ୍ରୀର ଦ୍ୱିତୀୟ ଦିନରେ ପୂଜା ପାଇଥାନ୍ତି ମାତା ବ୍ରହ୍ମଚାରିଣୀ

ଭୁବନେଶ୍ଵର: ଆରମ୍ଭ ହୋଇଯାଇଛି ମା' ଦୁର୍ଗାଙ୍କ ନବରାତ୍ରୀ ପୂଜା, ଆଉ ଦିନ କେଇଟା ପରେ ଦଶହରା, ଏନେଇ ଚଳଚଞ୍ଚଳ ହୋଇ ଉଠିଛି ଶକ୍ତିପୀଠ ସହ ପୂଜା ମଣ୍ଡପ । ନବରାତ୍ରୀରେ ମା’ ଦୁର୍ଗା ନଅଟି ରୂପରେ ପୂଜା ପାଇଥାନ୍ତି । ଏହି ନଅଦିନ ମା' ଦୁର୍ଗା ଶୈଳପୁତ୍ରୀ, ବ୍ରହ୍ମଚାରିଣୀ, ଚନ୍ଦ୍ରଘଣ୍ଟା,…

ନୂଆ ବିବାଦରେ ‘ବିବାଦ ରାଣୀ’

ମୁମ୍ବାଇ:ବିବାଦ କଙ୍ଗନା ରନୌତଙ୍କ ପିଛା ଛାଡୁନାହିଁ । ଏବେ ପୁଣି ନୂଆ ବିବାଦରେ ଫସିଛନ୍ତି ଅଭିନେତ୍ରୀରୁ ନେତ୍ରୀ ସାଜିଥିବା କଙ୍ଗନା । ଗାନ୍ଧି ଓ ଶାସ୍ତ୍ରୀ ଜୟନ୍ତୀରେ କଙ୍ଗନା ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ସୋସିଆଲ ମିଡିଆ ପୋଷ୍ଟ ଜରିଆରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ହେଲେ…

ଯୁଦ୍ଧର ସାଇଡ୍ ଇଫେକ୍ଟସ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ସଂକଟ ଘନେଇବାରେ ଲାଗିଛି । ଇସ୍ରାଏଲ ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣ ପରେ ସଂକଟ ହୋଇଛି ଘନୀଭୂତ । ଇସ୍ରାଏଲ ଜବାବୀ ଆକ୍ରମଣ କରିବା ନେଇ ଅନୁମାନ କରାଯାଉଛି । ମଧ୍ୟପ୍ରାଚ୍ୟରେ ବ୍ୟାପକ ଯୁଦ୍ଧ ହେଲେ ବିଶ୍ୱର ଅର୍ଥନୀତି ପ୍ରଭାବିତ ହେବ । ଭାରତ ମଧ୍ୟ ଏଥିରୁ…

ସେଞ୍ଚୁରିଆନ ବିଶ୍ଵବିଦ୍ୟାଳୟରେ ଏନର୍ଜି ସ୍ଵରାଜ୍ ଫାଉଣ୍ଡେସନ୍‌ର ଭୁବନେଶ୍ଵର ଅଧ୍ୟାୟର ଆରମ୍ଭ

ଭୁବନେଶ୍ୱର: ସେଞ୍ଚୁରିଆନ ବିଶ୍ଵବିଦ୍ୟାଳୟ ପରିସରରେ ଏନର୍ଜି ସ୍ଵରାଜ୍ ଫାଉଣ୍ଡେସନ୍‌ର ଭୁବନେଶ୍ଵର ଅଧ୍ୟାୟର ଆରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମଟି ଆଇଆଇଟି ବମ୍ବେର ପ୍ରଫେସର ଏବଂ ଏନର୍ଜି ସ୍ଵରାଜ୍ ଫାଉଣ୍ଡେସନ୍‌ର ପ୍ରତିଷ୍ଠାତା ପ୍ରଫେସର ଚେତନ ସିଂହ ସୋଳଙ୍କୀ ଏବଂ ସେଞ୍ଚୁରିଆନ…

ସାମନ୍ଥାଙ୍କୁ ନେଇ ଆପତ୍ତିଜନକ ବୟାନ, ଫସିଲେ ତେଲେଙ୍ଗାନା ମନ୍ତ୍ରୀ

ହାଇଦ୍ରାବାଦ: ତେଲେଙ୍ଗାନା କଂଗ୍ରେସ ସରକାରରେ ଜଣେ ମହିଳା ମନ୍ତ୍ରୀଙ୍କ ବିବାଦୀୟ ବୟାନକୁ ନେଇ ବୋବାଲ୍ ।  ମନ୍ତ୍ରୀଙ୍କ ବୟାନକୁ ନେଇ ତେଲେଗୁ ଫିଲ୍ମ ଇଣ୍ଡଷ୍ଟ୍ରିରେ ଆକ୍ରୋଶ । ବିରୋଧୀ ଭାରତ ରାଷ୍ଟ୍ର ସମିତି-ବିଆରଏସର ବରିଷ୍ଠ ନେତା କେ.ଟି ରାମା ରାଓଙ୍କ ବିରୋଧରେ ଏକ ଅଭିଯୋଗ କରିଥିଲେ…

ଜନଜାତି ସ୍ୱାସ୍ଥ୍ୟ ବିକାଶ ଓ ଯୁବ ସଶକ୍ତିକରଣ ନେଇ କିଟ୍‍, କିସ୍‍ ଓ ଜାପାଇଗୋ ମଧ୍ୟରେ ବୁଝାମଣା

ଭୁବନେଶ୍ୱର: ଜନଜାତି ସ୍ୱାସ୍ଥ୍ୟ ବିକାଶ ଓ ଯୁବ ସଶକ୍ତିକରଣ ନେଇ କିଟ୍‍, କିସ୍‍ ଓ ଜାପାଇଗୋ ମଧ୍ୟରେ ଗୁରୁବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି। ଟ୍ରାଇବାଲ୍‍ ହେଲ୍‍ଥ ରିସର୍ଚ୍ଚ ଇନୋଭେସନ୍‍ ଆଣ୍ଡ ଭୋକେସନାଲ୍‍ ଏମପାୱାରମେଣ୍ଟ (ଥ୍ରାଇଭ୍‍) ଶୀର୍ଷକ ବୁଝାମଣା ପତ୍ରରେ କିଟ୍‍…

କୃଷି ବିକାଶ ଯୋଜନା ନେଇ କେନ୍ଦ୍ର କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ: ଆଜି ବସିଥିବା କ୍ୟାବିନେଟ ବୈଠକରେ କୃଷକଙ୍କ ଆୟ ବୃଦ୍ଧି ପାଇଁ ଦୁଇଟି ବଡ ଯୋଜନା ଅନୁମୋଦନ ହୋଇଛି । କୃଷି ବିକାଶ ଯୋଜନା ବ୍ୟତୀତ କୃଷକଙ୍କ ସହ ଜଡିତ ଅନେକ ଯୋଜନାକୁ ଅନୁମୋଦନ କରାଯାଇଛି । ସେଥିମଧ୍ୟରୁ କୃଷକଙ୍କ ଆୟ ବୃଦ୍ଧି ଏବଂ ମଧ୍ୟବିତ୍ତ ଲୋକଙ୍କୁ ଖାଦ୍ୟ ନିରାପତ୍ତା…