କେନ୍ଦ୍ର କ୍ୟାବିନେଟ୍ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଆଉ ୫ ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା
ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ୍ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଆଉ ୫ ଭାଷାକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା । ମରାଠି, ବେଙ୍ଗଲି, ପାଲି, ପ୍ରାକୃତି, ଅହମିଆକୁ ମିଳିଲା ଶାସ୍ତ୍ରୀୟ ମାନ୍ୟତା । ପୂର୍ବରୁ ୬ଟି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ମିଳିଥିଲା ।
ସୂଚନା ଓ ପ୍ରସାରଣ ମନ୍ତ୍ରୀ…