ଭିଜିଲାନ୍ସ ଜାଲରେ ଡିଇଓ ଅଫିସର କନିଷ୍ଠ କିରାଣୀ, ୬ଟି ସ୍ଥାନରେ ଚାଲିଛି ରେଡ୍
ବାଲେଶ୍ବର: ଭିଜିଲାନ୍ସ ଜାଲରେ ଡିଇଓ ଅଫିସର କନିଷ୍ଠ କିରାଣୀ। କନିଷ୍ଠ କିରାଣୀ ପ୍ରଦୀପ ଦାସଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚାଲିଛି ରେଡ୍। ବାଲେଶ୍ବର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ଚାଲିଛି ଏହି ରେଡ୍ ।
ବାଲେଶ୍ବର…