କପଡା ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
ଭୁବନେଶ୍ୱର: ବଡଗଡ଼ ସ୍ଥିତ କପଡା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି। ମାର୍କେଟ ବିଲ୍ଡିଂରେ ମାଲିକଙ୍କ ଦୋକାନ ଥିବା ବେଳେ ବଡଗଡ଼ ଅଞ୍ଚଳରେ ଗୋଦାମ ଥିଲା। ଏହି ଗୋଦାମରେ ଆଜି ନିଆଁ ଲାଗିଯାଇଥିଲା। ଏଥିରେ ପ୍ରାୟ ୨୫ ଲକ୍ଷରୁ ଅଧିକ ଟଙ୍କାର କପଡ଼ା ପୋଡ଼ି ପାଉଁଶ…